banner
Breaking

ଅସହ୍ୟ ହେଲାଣି ଖରା।

0

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଅସହ୍ୟ ହେଲାଣି ଖରା। ମଙ୍ଗଳବାର ରାଜ୍ୟର ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ଜଣାପଡ଼ିଛି। ସେଥିରୁ ବାରିପଦା ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଏଠାରେ ତାପମାତ୍ରା ୪୪.୬ ଡିଗ୍ରୀ ରହିଥିଲା। ଏହାଛଡ଼ା ତାଳଚେରରେ ତାପମାତ୍ରା ୪୨.୭ ଡିଗ୍ରୀ ରହିଥିବା ବେଳେ ବୌଦ୍ଧରେ ୪୨,୫, ଝାରସୁଗୁଡ଼ାରେ ୪୨.୨, ବଲାଙ୍ଗୀରରେ ୪୨.୨, ଟିଟଲାଗଡ଼ରେ ୪୨, ଅନୁଗୋଳରେ ୪୧.୯, ସୋନପୁରରେ ୪୧.୮, ନୟାଗଡ଼ରେ ୪୧.୭, ବାଲେଶ୍ୱର-ହୀରାକୁଦରେ ୪୧.୪, ସମ୍ବଲପୁରରେ ୪୧.୩. ସୁନ୍ଦରଗଡ଼-ଭବାନୀପାଟଣା-ମାଲକାନଗିରିରେ ୪୧ ଏବଂ କଟକରେ ତାପମାତ୍ରା ୪୦.୫ ଡିଗ୍ରୀ ରେକର୍ଡ କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.