banner
Breaking

ମଧୁବାବୁ ପେନସନ ଯୋଜନାରେ ମିଳିବ ଆଉ ୧ ହଜାର ଟଙ୍କା।

0

ଭୁବନେଶ୍ୱର, ୪।୭(ବ୍ୟୁରୋ): ମଧୁବାବୁ ପେନ୍‌ସନ ଯୋଜନାରେ ହିତାଧିକାରୀଙ୍କୁ ଆଉ ୧ ହଜାର ଟଙ୍କା ମିଳିବ। ଏହା ଦ୍ୱାରା ରାଜ୍ୟର ୪୮ ଲକ୍ଷ ହିତାଧିକାରୀ ଉପକୃତ ହୋଇପାରିବେ। ଏ ନେଇ ସାମାଜିକ ସୁରକ୍ଷା ବିଭାଗ ମନ୍ତ୍ରୀ ଆଶୋକ ପଣ୍ଡା ଶୁକ୍ରବାର ସୂଚନା ଦେଇଛନ୍ତି। ଏହି ଟଙ୍କା ଆସିସାରିଛି। ଖୁବ୍‌ଶୀଘ୍ର ଦେବା ପାଇଁ ବ୍ୟବସ୍ଥା ହେବ ବୋଲି ମନ୍ତ୍ରୀ କହିଛନ୍ତି। ପୂର୍ବରୁ ହିତାଧିକାରୀଙ୍କୁ ୪ ମାସ ପାଇଁ ୧ ହଜାର ଲେଖାଏଁ ମିଳିଥିଲା।

Khansweb Solution Bhubaneswar

Leave A Reply

Your email address will not be published.