ନୂଆଦିଲ୍ଲୀ,୧/୩(ଓଡ଼ିଆ ନ୍ୟୁଜ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିଲ୍ଲୀ ଏମ୍ସରେ ଭାରତ ବାୟୋଟେକର କୋଭାକ୍ସିନ୍ ଟିକା ନେଇଛନ୍ତି। ପୁଡୁଚେରୀର ସେବିକା ପି.ନିଭେଦା ଶ୍ରୀ ମୋଦୀଙ୍କୁ ଟିକା ଦେଇଛନ୍ତି।ଏହି ଅବସରରେ ଭାରତରେ ନିର୍ମିତ ଟିକା ସୁରକ୍ଷିତ ଓ ନିରାପଦ ବୋଲି ଶ୍ରୀ ମୋଦୀ କହିଛନ୍ତି। ସମସ୍ତ ଯୋଗ୍ୟ ବ୍ୟକ୍ତିଙ୍କୁ ଟିକା ନେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି। ଆସନ୍ତୁ ସମସ୍ତେ ମିଳିମିଶି ଦେଶକୁ କରୋନା ମୁକ୍ତ କରିବା ବୋଲି ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
