banner
Breaking

ପ୍ରଧାନମନ୍ତ୍ରୀ ନେଲେ କରୋନା ଟିକା।

0

ନୂଆଦିଲ୍ଲୀ,୧/୩(ଓଡ଼ିଆ ନ୍ୟୁଜ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିଲ୍ଲୀ ଏମ୍ସରେ ଭାରତ ବାୟୋଟେକର କୋଭାକ୍ସିନ୍ ଟିକା ନେଇଛନ୍ତି। ପୁଡୁଚେରୀର ସେବିକା ପି.ନିଭେଦା ଶ୍ରୀ ମୋଦୀଙ୍କୁ  ଟିକା ଦେଇଛନ୍ତି।ଏହି ଅବସରରେ ଭାରତରେ ନିର୍ମିତ ଟିକା ସୁରକ୍ଷିତ ଓ ନିରାପଦ ବୋଲି ଶ୍ରୀ ମୋଦୀ କହିଛନ୍ତି। ସମସ୍ତ ଯୋଗ୍ୟ ବ୍ୟକ୍ତିଙ୍କୁ ଟିକା ନେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି। ଆସନ୍ତୁ ସମସ୍ତେ ମିଳିମିଶି ଦେଶକୁ କରୋନା ମୁକ୍ତ କରିବା ବୋଲି ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.