ଭୁବନେଶ୍ୱର,୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଦୀପ୍ତଙ୍କ ସ୍ତ୍ରୀ କମଳା ନାୟକଙ୍କ ସହ ଫୋନରେ କଥା ହୋଇଥିଲେ। ଏପରି କି ମୋଦି ରାଜ୍ୟସଭା ସଦସ୍ୟ ରଘୁନାଥ ମହାପାତ୍ରଙ୍କ ମଧ୍ୟ ସ୍ବାସ୍ଥ୍ୟାବସ୍ଥା ବୁଝଛନ୍ତି। ମୋଦି ରଘୁନାଥ ମହାପାତ୍ରଙ୍କ ପୁଅଙ୍କ ସହ କଥା ହୋଇଛନ୍ତି ।
ସୂଚନାଯୋଗ୍ୟ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଏବଂ ରାଜ୍ୟ ସଭା ସଦସ୍ୟ ରଘୁନାଥ ମହାପାତ୍ର କରୋନାରେ ଆକ୍ରନ୍ତ ହୋଇ ଗୁରୁତର ଅବସ୍ଥାରେ ବର୍ତ୍ତମାନ ଭୁବନେଶ୍ୱର ସ୍ଥିତ ଏମ୍ସରେ ଚିକିତ୍ସିତ ହେଉଛନ୍ତି। ମୋଦି ଉଭୟ ନେତାଙ୍କ ଚିକିତ୍ସା ପାଇଁ ସମସ୍ତ ସୁବିଧା ଯୋଗାଇ ଯୋଗାଇଦେବାକୁ ପରିବାର ଲୋକଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
