banner
Breaking

ଅଜିତ ମଙ୍ଗରାଜ ହେଲେ କ°ଗ୍ରେସ ପ୍ରାର୍ଥୀ।

0

ପୁରୀ ,୨୯।୩: ଭାଜପା ଓ ବିଜେଡି ପରେ ପିପିଲି ଉପନିର୍ବାଚନ ପାଇଁ ଶେଷରେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ତେବେ ଦଳ ଏଥର ପୁଣି ବରିଷ୍ଠ ନେତା ଅଜିତ ମଙ୍ଗରାଜଙ୍କ ଉପରେ ଭରସା କରି ତାଙ୍କୁ ପ୍ରାର୍ଥୀ କରିଛି। ୨୦୧୯ ସାଧାରଣ ନିର୍ବାଚନରେ ଅଜିତ ପିପିଲିରୁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିଥିଲେ। ଭାଜପାରୁ ଆଶ୍ରିତ ପଟ୍ଟନାୟକ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡିରୁ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ରପ୍ରତାପ ଟିକେଟ ପାଇଛନ୍ତି। ପିପିଲିରେ ରୁଦ୍ର-ଆଶ୍ରିତ-ଅଜିତଙ୍କ ମଧ୍ୟରେ ତ୍ରିମୁଖୀ ଲଢ଼େଇ ହେବ ।

Khansweb Solution Bhubaneswar

Leave A Reply

Your email address will not be published.