banner
Breaking

ରାଜେନ୍ଦ୍ର ଦାସ ବିଜେଡିରୁ ବହିଷ୍କୃତ

0

ଭୁବନେଶ୍ୱର : ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ଦାସ ବିଜେଡିରୁ ବହିଷ୍କୃତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜେନ୍ଦ୍ରଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ସୂଚନାନୁସାରେ, ଧାମନଗର ଉପନିର୍ବାଚନ ସ୍ବାଧୀନ ପ୍ରାର୍ଥୀ ଭାବେନିର୍ବାଚନ ଲଢୁଛନ୍ତି ରାଜେନ୍ଦ୍ର। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କ ବିଜେଡିରୁ ବହିଷ୍କାର କରାଯାଇଛି। ବିଜେଡି ଟିକେଟ୍‌ରୁ ବଞ୍ଚିତ ପରେ ରାଜେନ୍ଦ୍ର ଅସନ୍ତୁଷ୍ଟ ଥିଲେ। ତେବେ ତାଙ୍କୁ ଦଳର ବହୁ ନେତା ମନେଇବା ସତ୍ତ୍ୱେ ସେ ସ୍ବାଧୀନ ପ୍ରାର୍ଥୀ ହୋଇଥିଲେ।

Khansweb Solution Bhubaneswar

Leave A Reply

Your email address will not be published.