banner
Breaking

ଧାମନଗର ନିର୍ବାଚନରେ ୬୬.୬୩ ପ୍ରତିଶତ ମତଦାନ

0

ଭଦ୍ରକ : ଧାମନଗର ଉପନିର୍ବାଚନ ପାଇଁ ସରିଲା ମତଦାନ ପ୍ରକ୍ରିୟା। ଇଭିଏମରେ ସିଲ୍‌ ହୋଇଛି ପ୍ରାର୍ଥୀଙ୍କ ଭାଗ୍ୟ । ମୋଟ ୬୬.୬୩ ପ୍ରତିଶତ ମତଦାନ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ମତଦାନ ଚାଲିଥିଲା। ୨୫୨ ପୋଲିଂ ପାର୍ଟି, ୧ ହଜାର ୮ ଜଣ ପୋଲିଂ କର୍ମଚାରୀଙ୍କ ଉପସ୍ଥିତିରେ ୨୫୨ଟି ବୁଥ୍‌ରେ ଲୋକେ ଭୋଟ ଦେଇଛନ୍ତି। ତେବେ ନିର୍ବାଚନର ଫଳାଫଳ ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ।

Khansweb Solution Bhubaneswar

Leave A Reply

Your email address will not be published.