banner
Breaking

ରାତି ପାହିଲେ ଭୋଟ ଗଣତି

0

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାତି ପାହିଲେ ଆସିବ ନିର୍ବାଚନ ଫଳାଫଳ। କିଏ ମାରିବ ବାଜି! ଏ ନେଇ ସବୁଠି ଚର୍ଚ୍ଚା। ଓଡ଼ିଶାବାସୀଙ୍କ ନଜରରେ ରହିଛି ଧାମନଗର ନିର୍ବାଚନ ଫଳାଫଳ। କାହା ଅଙ୍କକଷା କେତେ କାମ କରିବ? ୩ ପ୍ରମୁଖ ଦଳ ମଧ୍ୟରେ ଅଛନ୍ତି ସ୍ବାଧୀନ ପ୍ରାର୍ଥୀ। କିଏ ପିନ୍ଧିବ ବିଜୟର ମୁକୁଟ। କାହାକୁ ଅଧିକ ପସନ୍ଦ କରିଛନ୍ତି ଧାମନଗରବାସୀ। ତେବେ ରବିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବାକୁ ଥିବା ବେଳେ ୧୪ଟି ଟେବୁଲରେ ୧୮ ରାଉଣ୍ଡ ଗଣତି କରାଯିବ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ସଂସ୍କୃତି ଭବନରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଦିନ ୨ଟା ସୁଦ୍ଧା ସମସ୍ତ ଫଳାଫଳ ଆସିବା ସମ୍ଭାବନା ରହିଛି । ୩ ଦଳର ନେତା ଓ କର୍ମୀଙ୍କ ମଧ୍ୟରେ ଅଙ୍କକଷା ଚାଲିଛି।

Khansweb Solution Bhubaneswar

Leave A Reply

Your email address will not be published.