banner
Breaking

ବାଜି ମାରିଲା ବିଜେପି

0

ଭୁବନେଶ୍ୱର : ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ଅବନ୍ତୀ ଦାସଙ୍କୁ ୯,୮୦୨ଖଣ୍ଡ ଭୋଟରେ ହରାଇ ବିଜୟ ମୁକୁଟ ପିନ୍ଧିଛନ୍ତି।

ମୋଟ୍‌ ୧୯ ରାଉଣ୍ଡ ତଥା ଅନ୍ତିମ ରାଉଣ୍ଡରେ ସୂରଜ ସୂର୍ଯ୍ୟବଂଶୀଙ୍କୁ ୮୦୦୯୦ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ୭୦୨୮୮ଖଣ୍ଡ, ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ୮୧୨୨ ଖଣ୍ଡ ଏବଂ କଂଗ୍ରେସର ବାବା ହରେକୃଷ୍ଣ ସେଠୀ ୩୫୩୩ ଖଣ୍ଡ ଭୋଟ୍‌ ପାଇଥିଲେ।

Khansweb Solution Bhubaneswar

Leave A Reply

Your email address will not be published.