ଭୁବନେଶ୍ୱର, ୨୩।୩(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମମତାଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଙ୍ଗବସ୍ତ୍ର ଦେଇ ସ୍ବାଗତ ସହ ଛେନାପୋଡ ଓ ରୂପା ତାରକସି କାରୁକାର୍ଯ୍ୟର ଉପହାର ଦେଇଥିଲେ। ସେହିପରି ମମତା ମଧ୍ୟ ବିଶ୍ୱ ବାଂଲା ଦ୍ୱାରା ପ୍ରସ୍ତୁତ ଏକ ଶାଲ ନବୀନଙ୍କୁ ଉପହାର ଦେଇଥିଲେ। ତେବେ ଏହି ସାକ୍ଷାତରେ ଦୁଇ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ରାଜନୀତିକ ପ୍ରସଙ୍ଗରେ କୌଣସି ଆଲୋଚନା ହୋଇନଥିବା ଦୁଇ ନେତା କହିଥିବାବେଳେ ସଂଘୀୟ ବ୍ୟବସ୍ଥାର ସ୍ଥାୟିତ୍ୱ ଓ ସୁଦୃଢ ବଜାୟ ରହିବା ଉପରେ ଗୁରୁତ୍ୱ ଦେଇଥିବା ଜଣାପଡିଛି।
Breaking
ଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟି
