banner
Breaking

ହିନ୍ଦୋଳ ଏନଏସି ନିର୍ବାଚନରେ ବିଧାୟକ ସୁଶାନ୍ତ କୁମାର ରାଉତଙ୍କ ଜୋରଦାର ପ୍ରଚାର

0

ଢେଙ୍କାନାଳ :ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖଉଛି, ପ୍ରଚାର ମଇଦାନରେ ରାଜନୈତିକ ବାତାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ଶାସକ ବିଜେଡି ପୁନର୍ବାର କ୍ଷମତା ଦଖଲ କରିବାକୁ ଜୋର୍‌ଦାର ଉଦ୍ୟମ ଜାରି ରଖିଥିବାବେଳେ ପ୍ରଚାରର ମଙ୍ଗ ଧରିଛନ୍ତି ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ। ଶ୍ରୀଯୁକ୍ତ ରାଉତ ଘର ଘର ବୁଲି ପ୍ରଚାର କରିବା ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସ୍ବଚ୍ଛ ଶାସନ ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ ଲୋକମାନଙ୍କୁ ବୁଝାଇଥିଲେ। ଦଳୀୟ ପ୍ରାର୍ଥୀ ମାନଙ୍କୁ ଶଙ୍ଖ ଚିହ୍ନରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ଜିତାଇବା ପାଇଁ ନିବେଦନ କରିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.