banner
Breaking

ପୁରୀ ସମୁଦ୍ରରେ ଭାସିଗଲେ ୭ ଜଣ।

0

ପୁରୀ ,୨୯।୧: ଜଗନ୍ନାଥଙ୍କ ଦର୍ଶନ କରିବାକୁ ପୁରୀ ଆସି ସମୁଦ୍ରରେ ଗାଧୋଇବା ବେଳେ ୭ ପର୍ଯ୍ୟଟକ ଭାସିଯାଇଛନ୍ତି। ତେବେ ସ୍ଥାନୀୟ ନୋଳିଆ ୬ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଜଣଙ୍କର ପତ୍ତା ମିଳିପାରି ନାହିଁ। ନିଖୋଜ ଯୁବକ ଜଣଙ୍କ ଝାରଖଣ୍ଡର ଦୀପକ କୁମାର ବୋଲି ଜଣାପଡ଼ିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ତେବେ ସମସ୍ତ ପର୍ଯ୍ୟଟକ ଝାଡଖଣ୍ଡ ବୋକାରୋ ଅଞ୍ଚଳର ବୋଲି ସୂଚନା ମିଳିଛି।

Khansweb Solution Bhubaneswar

Leave A Reply

Your email address will not be published.