banner
Breaking

ଚନ୍ଦନ ଯାତ୍ରା ପାଇଁ ପୁରୀରେ ୧୪୪ ଧାରା ଲାଗୁ ହେବ।

0

ପୁରୀ,୧୪।୫: ଚନ୍ଦନଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ୧୪୪ ଧାରା ଜାରି ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଏସ୍‌ପି। ନରେନ୍ଦ୍ର ପୁଷ୍କରିଣୀ ସହ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଅଞ୍ଚଳରେ ୧୪୪ ଧାରା ଲାଗୁ ହେବ। ପୁରୀ ସହରର ବିଭିନ୍ନ ସ୍ଥାନରେ ୧୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। କୋଭିଡ କଟକଣା ମଧ୍ୟରେ ଚନ୍ଦନଯାତ୍ରା ଅନୁଷ୍ଠିତ ହେବ ବୋଲି ଜିଲା ଏସ୍‌ପି କହିଛନ୍ତି। ନିୟନ୍ତ୍ରଣ ପାଇଁ ୨ଟି ସ୍ବତନ୍ତ୍ର କଣ୍ଟ୍ରୋଲ ରୁମ୍‌ର ବ୍ୟବସ୍ଥା କରାଯାଇଛି । କଟକଣା ଉଲ୍ଲଂଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିପାଇଁ ସ୍ବତନ୍ତ୍ର ଭାବେ ୨ଟି ଏନ୍‌ଫୋର୍ସମେଣ୍ଟ୍‌ ଟିମ୍‌ ଗଠନ କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.