banner
Breaking

ଜଗନ୍ନାଥଙ୍କୁ ଦର୍ଶନ କଲେ ପୋଲିସ ମହାନିର୍ଦ୍ଦେଶକ

0

ଭୁବନେଶ୍ୱର,୩।୧(ବ୍ୟୁରୋ): ପୋଲିସ ମହା ନିର୍ଦ୍ଦେଶକ ସୁନୀଲ ବଂଶଲ ତାଙ୍କ ସ୍ତ୍ରୀଙ୍କ ସହ ସୋମବାର ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଦର୍ଶନ କରି ବହୁତ ଖୁସି ଥିବା ସେ କହିଛନ୍ତି। ଇଚ୍ଛା ଥିଲା ଜଗନ୍ନାଥଙ୍କ ଦର୍ଶନ କରିବାକୁ, ଆଜି ପୂରା ହେଲା। ରାଜ୍ୟବାସୀଙ୍କ ସୁଖ ସମୃଦ୍ଧି କାମନା କଲି ବୋଲି ଡିଜିପି କହିଛନ୍ତି। ଆହୁରି ମଧ୍ୟ କହିଛନ୍ତି, ନିଶା କାରବାର ରୋକିବାକୁ ସ୍ବତନ୍ତ୍ର ସେଲ ଗଠନ ହୋଇଛି। ଅପରାଧ ନିୟନ୍ତ୍ରଣ ପାଇଁ ଟେକ୍ନୋଲୋଜିର ବ୍ୟବହାର କରଯିବ।

Khansweb Solution Bhubaneswar

Leave A Reply

Your email address will not be published.