ଜିଲ୍ଲା ଶ୍ରାଜୀଉଙ୍କୁ ଦର୍ଶନ କରି ଶ୍ରୀମନ୍ଦିର ଉନ୍ନତି କାର୍ଯ୍ୟର ସମୀକ୍ଷା କଲେ ୫ଟି ସଚିବ By Odia News Last updated Feb 5, 2022 0 Share https://odianews.org/wp-content/uploads/2022/02/1080_30_3.19_Feb052022_01.mp4ପୁରୀ ,୫।୨(ବ୍ୟୁରୋ): ପୁରୀ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡ଼ିଛି । ପଶ୍ଚିମଦ୍ୱାର ପଟେ ଆରମ୍ଭ ହୋଇଥିବା ନିର୍ମାଣ କାର୍ଯ୍ୟକୁ ସେ ବୁଲି ଦେଖିଛନ୍ତି। ପ୍ରତି ଶନିବାର ୫ଟି ସଚିବ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ବେଳେ ଆଜି ବସନ୍ତ ପଞ୍ଚମୀରେ ମହାପ୍ରଭୁଙ୍କୁ ସପରିବାର ଦର୍ଶନ କରିଛନ୍ତି । ଏହି ଅବସରରେ ସେବାୟତଙ୍କ ପକ୍ଷରୁ ତାଙ୍କୁ ମହାପ୍ରଭୁଙ୍କ ପଦ୍ମବେଶର ଓଲାଗି ହଂସ ପ୍ରଦାନ କରାଯାଇଥିଲା । 0 Share FacebookTwitterGoogle+ReddItWhatsAppPinterestEmail