banner
Breaking

ଆଗାମୀ ୨୪ ଘଣ୍ଟା ଭିତରେ ପ୍ରବଳ ବର୍ଷା ହେବ।

0

ଭୁବନେଶ୍ୱର,୮/୮(ଓଡ଼ିଆ ନ୍ୟୁଜ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । କାଲିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହା ସହ ୪୦ ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ମଧ୍ୟ ରହିଛି । ଆଗାମୀ ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୧୦ଟି ଜିଲ୍ଲା ହେଉଛି- ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ, ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗିର, ବରଗଡ, ବୌଦ୍ଧ, କନ୍ଧମାଳ ଓ କୋରାପୁଟ । ସମୁଦ୍ରକୁ ନଯିବାକୁ ମତ୍ସଜୀବୀଙ୍କୁ ସତର୍କ କରାଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Khansweb Solution Bhubaneswar

Leave A Reply

Your email address will not be published.