banner
Breaking

୯ରୁ ଆଉ ଏକ ଲଘୁଚାପ।

0

ଭୁବନେଶ୍ୱର,୪ା୧୦(ବ୍ୟୁରୋ.): ଆସନ୍ତା ୯ ତାରିଖରୁ ଉତ୍ତର ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ପଶ୍ଚିମ ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ଏହାର ପ୍ରଭାବରେ ଓଡ଼ିଶା ଉପକୂଳରେ ୧୧ରୁ ୧୩ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ଶନିବାରଠାରୁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିଛି। ଏହାର ପ୍ରଭାବ ୫ ତାରିଖ ଯାଏ ଲାଗି ରହିବ।

Khansweb Solution Bhubaneswar

Leave A Reply

Your email address will not be published.