banner
Breaking

୧୯ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ

0

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଉପକୂଳ ଓଡ଼ିଶାରେ ଲଘୁଚାପ ସକ୍ରିୟ ରହିଛି। ଏହାର ପ୍ରଭାବରେ ସକାଳ ୪ଟାରୁ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହେଉଛି। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.