banner
Breaking

ଆଜି ୪ଟି ଜିଲ୍ଲାରେ ପ୍ରବଳ ବର୍ଷା।

0

ଭୁବନେଶ୍ୱର,୨୮/୭(ଓଡ଼ିଆ ନ୍ୟୁଜ): ରାଜ୍ୟର ୪ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ୪ ଜିଲ୍ଲା ହେଲେ ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୁଳ। ସେହିପରି ଉତ୍ତର ଉପକୂଳ ଓଡ଼ିଶା ସମେତ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଧା, ବଲାଙ୍ଗୀର, ଅନୁଗୁଳ, ସୋନପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲା‌ର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହା ପରେ ଦୁଇ ଦିନ ପର୍ୟ୍ୟନ୍ତ ପାଗ ଶୁଖିଲା ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.