banner
Breaking

ରାଜଧାନୀରେ ହାଇଫ୍ରୋଫାଇଲ ଜୁଆ ଆଡ୍ଡା।

0

ଭୁବନେଶ୍ୱର, ୩୦।୫(ବ୍ୟୁରୋ): କରୋନା କଟକଣା ଭିତରେ ରାଜଧାନୀ ଭୁବନେଶ୍ୱରରେ ହାଇ ପ୍ରୋଫାଇଲ ଜୁଆ ଆଡ୍ଡା ଚାଲିଛି। ନୟାପଲ୍ଲୀ ଭିଆଇପି କଲୋନୀରେ ଏକ ହୋଟେଲରେ ଏହି ଜୁଆ ଆଡ୍ଡା ଚାଲିଥିବା ଖବର ପାଇ ନୟାପଲ୍ଲୀ ପୋଲିସର ଶୁକ୍ରବାର ବିଳମ୍ବିତ ରାତିରେ ଚଢ଼ାଉ କରିଥିଲା। ଏହି ସମୟରେ ୯ଜଣ ଜୁଆଡ୍ଡିଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ନିକଟରୁ
୩ଟି କାର୍‌ ଓ ୧ ଲକ୍ଷ ୫୩ ହଜାର ଟଙ୍କା ଜବତ କରିଥିବା ଜଣାପଡ଼ିଛି।

Khansweb Solution Bhubaneswar

Leave A Reply

Your email address will not be published.