banner
Breaking

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

0

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟ ବିଧାନସଭା ପକ୍ଷରୁ ମଙ୍ଗଳବାର ରାଜ୍ୟ ସଭା ନିର୍ବାଚନ ପାଇଁ ବିଧିବଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଜୁନ୍‌ ୧୦ରେ ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ପାଇଁ ମଙ୍ଗଳବାରଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ୩ ଆସନ ପାଇଁ ହେବ ନାମାଙ୍କନ । ସେହିପରି ଆସନ୍ତା ୩୧ରେ ନାମାଙ୍କନ ଦାଖଲର ଶେଷ ତାରିଖ।

Khansweb Solution Bhubaneswar

Leave A Reply

Your email address will not be published.