ମେଷ: ନିଜ କାର୍ଯ୍ୟର ସମୀକ୍ଷା କରିପାରନ୍ତି। ଆୟ ପରିମାଣ ବୃଦ୍ଧି ପାଇବ। ଯଶସ୍ବୀ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ।
ବୃଷ: ମନ ପ୍ରଫୁଲ୍ଲ ରହିବ। ପରିଶ୍ରମର ମୂଲ୍ୟ ମିଳିବ। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି।
ମିଥୁନ: କର୍ତ୍ତବ୍ୟ ପରାୟଣ ହୋଇପାରନ୍ତି। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ।
କର୍କଟ: ବ୍ୟବସାୟରେ ଉନ୍ନତି ଘଟିବ। କଷ୍ଟ ସ୍ବୀକାର କରିପାରନ୍ତି। ଈର୍ଷାପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟୀ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରା ନିଷେଧ।
ସିଂହ: ଯାତ୍ରାଦିରେ ଲାଭବାନ୍ ହୋଇପାରନ୍ତି। ବନ୍ଧୁ ସୁଖ ମିଳିବ। ବ୍ୟବସାୟ ଲାଭଜନକ ହେବ। ମନରେ ସେବାଭାବ ଜାଗ୍ରତ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି। ନିଜ କାର୍ଯ୍ୟ ପାଇଁ ଗର୍ବିତ ହେବେ। ପତ୍ନୀଙ୍କ ପରାମର୍ଶ ଆପଣଙ୍କ ପାଇଁ ଉପାଦେୟ ହେବ।
କନ୍ୟା: ଦୂରବନ୍ଧୁଙ୍କ ଦ୍ବାରା ଉପକୃତ ହେବେ। ଶତ୍ରୁର ମୁକାବିଲା ପାଇଁ ପ୍ରସ୍ତୁତି ଚଳାଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶକ୍ତିମାନ୍ ହୋଇପାରନ୍ତି। ଶତ୍ରୁ ବିନାଶ କରି ଆଶ୍ବସ୍ତ ହେବେ।
ତୁଳା: ପରିବେଶ ଆପଣଙ୍କ ପାଇଁ ସୁଖଦାୟକ ହେବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଜୁଆ କିମ୍ବା ଲଟେରୀ ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ।
ବିଛା: ବହୁ ଭ୍ରମଣ କରିପାରନ୍ତି। ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହେବେ। ସୁଖୀ ହେବେ। ବ୍ୟକ୍ତିତ୍ବର ବିକାଶ ଘଟିବ। ସୁସ୍ଥ ଓ ନରାମୟ ରହିବେ। କୃଷି କର୍ମରେ ତତ୍ପର ହେବେ। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହେବେ।
ଧନୁ: ଷଡ଼ଯନ୍ତ୍ରରୁ ଉଧୁରି ଯିବେ। କାର୍ଯ୍ୟକ୍ଷେତ୍ର ଉତ୍ସାହଜନକ ହେବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କ ଠାରୁ ଆଦର ପାଇବେ।
ମକର: ଚିନ୍ତାଗ୍ରସ୍ତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ଲାଭ କରିପାରନ୍ତି। ସୁଖୀ ହେବେ।
କୁମ୍ଭ: ପ୍ରିୟ ଲୋକମାନଙ୍କ ସହିତ ହସଖୁସିରେ ସମୟ ବିତାଇପାରନ୍ତି। ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟଯୁକ୍ତ ହେବେ। ଯୁଦ୍ଧ କିମ୍ବା ମୋକଦ୍ଦମାରେ ଜିଣି ଅର୍ଥ ପ୍ରାପ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ।
ମୀନ: ଗୃହ ଜଞ୍ଜାଳ ଲାଗି ରହିବ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଥଣ୍ଡା-କଫଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁର କଥାରେ ମନମୋହିବେ।
Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
