banner
Breaking

ସାଧାରଣତନ୍ତ୍ର ଦିବସ ପାଇଁ ଗାଇଡଲାଇନ ଜାରି

0

ଭୁବନେଶ୍ୱର, ୨୫।୧: କୋଭିଡ୍‌ କଟକଣା ମଧ୍ୟରେ ପାଳନ ହେବ ସାଧାରଣତନ୍ତ୍ର ଦିବସ। ଏଥି ପାଇଁ ସ୍ବତନ୍ତ୍ର ରିଲିଫ କମିଶନ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଏସ୍‌ଆରସିଙ୍କ ନିର୍ଦ୍ଦେଶ ଅନୁଯାୟୀ, ବ୍ୟକ୍ତିଗତ ଭାବେ ଘରେ ପତାକା ଉତ୍ତୋଳନ ପାଇଁ ୫ ଜଣଙ୍କୁ ଅନୁମତି ଦିଆଯାଇଥିବା ବେଳେ ଆନୁଷ୍ଠାନିକ ଭାବେ ୧୦ ଜଣଙ୍କୁ ଅନୁମତି ଦିଆଯାଇଛି। ପତାକା ଉତ୍ତୋଳନ ବେଳେ କୋଭିଡ୍‌ କଟକଣା ମାନିବାକୁ ପରାମର୍ଶ ଦିଆଯାଇଛି। ସେହିପରି ସାମାଜିକ ଦୂରତା, ମାସ୍କ ଓ ସାନିଟାଇଜେସନକୁ ଗୁରୁତ୍ୱ ଦିଆଯିବାକୁ ନିର୍ଦ୍ଦେଶ ଦିଆଯାଇଛି

Khansweb Solution Bhubaneswar

Leave A Reply

Your email address will not be published.