banner
Breaking

ମେ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ

0

ଭୁବନେଶ୍ୱର : ମେ’ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।
ରବିବାର ଏକ ସାକ୍ଷାତକାରରେ ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି, ମେ ତୃତୀୟ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ । ସେହିପରି ମେ’ ଶେଷ ସପ୍ତାହ ସୁଦ୍ଧା  ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ।  ଖୁବଶୀଘ୍ର ଚୂଡାନ୍ତ ତାରିଖ ମଧ୍ୟ ଘୋଷଣା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି

Khansweb Solution Bhubaneswar

Leave A Reply

Your email address will not be published.