banner
Breaking

ରାଉରକେଲାରେ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ ଜିଲ୍ଲାପାଳ।

0

ସୁନ୍ଦରଗଡ,୨୭/୬(ଓଡ଼ିଆ ନ୍ୟୁଜ):ସୁନ୍ଦରଗଡ ଜିଲ୍ଳାପାଳ ଶ୍ରୀଯୁକ୍ତ ନିଖିଲ ପବନ କଲ୍ୟାଣ ଆଜି ରାଉରକେଲାରେ ପହଂଚି ମହାନଗର ନିଗମ ଅଧୀନରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ବୁଲି ଦେଖିଥିଲେ। ରାଉରକେଲା ମହାନଗର ନିଗମର କମିଶନର ଶ୍ରୀଯୁକ୍ତ ଦିବ୍ୟଜ୍ୟୋତି ପରିଡା ଜିଲ୍ଲାପାଳଙ୍କୁ ପ୍ରକଳ୍ପ କାର୍ଯ୍ୟଗୁଡିକୁ ବୁଲି ଦେଖାଇବା ସହ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ କରାଇଥିଲେ। ଜିଲ୍ଲାପାଳ ଏସବୁର ସମୀକ୍ଷା କରିବା ସହ କାର୍ଯ୍ୟ ତ୍ବରାନ୍ବିତ କରିବାକୁ ପରାମର୍ଶ ଦେଇଥିଲେ।

Khansweb Solution Bhubaneswar

Leave A Reply

Your email address will not be published.