banner
Breaking

ସୁଷମାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

0

ଭୁବନେଶ୍ୱର, (ଓଡ଼ିଆ ନ୍ୟୁଜ)ବୈଦେଶିକ ମନ୍ତ୍ରୀ ସୁଷମାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି , ପ୍ରଧାନମନ୍ତ୍ରୀ, ଓ ଗୃହ ମନ୍ତ୍ରୀ ଅମିତ ଶାହା । ସୁଷମାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ।

Khansweb Solution Bhubaneswar

Leave A Reply

Your email address will not be published.