banner
Breaking

୧୭ରୁ ନାଇଟ କର୍ଫ୍ୟୁ।

0

ଭୁବନେଶ୍ବର,୧୬/୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣର ଦ୍ବିତୀୟ ଲହରକୁ ପ୍ରତିହତ କରିବା ପାଇଁ ସତର୍କ ରୁହନ୍ତୁ ଓ କୋଭିଡ୍‌ ନିୟମ ମାନନ୍ତୁ। ରାଜ୍ୟ ସରକାରଙ୍କ ପକ୍ଷରୁ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କୋଭିଡ ପରିସ୍ଥିତିକୁ ଦୃଷ୍ଟିରେ ରଖି ୧୭ ଅପ୍ରିଲରୁ ରାଜ୍ୟର ୧୦ଟି ସୀମାନ୍ତ ଜିଲାରେ ସନ୍ଧ୍ୟା ୬ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ଓ ଅନ୍ୟ ୨୦ଟି ଜିଲ୍ଲାରେ ରାତି ୯ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ କର୍ଫ୍ୟୁ ଲାଗୁ କରାଯାଇଛି। ନିୟମ ମାନି ଘରେ ରୁହନ୍ତୁ ଓ କୋଭିଡ ସଂକ୍ରମଣରୁ ସୁରକ୍ଷିତ ରୁହନ୍ତୁ।

Khansweb Solution Bhubaneswar

Leave A Reply

Your email address will not be published.