banner
Breaking

ସ୍କୁଲ କଲେଜକୁ ଯୋଗାଇ ଦିଆଯିବ ଜମିପଟା

0

ଭୁବନେଶ୍ୱର,୪।୨(ବ୍ୟୁରୋ): ସ୍କୁଲ, କଲେଜଗୁଡ଼ିକୁ ଜମି ପଟ୍ଟା ଯୋଗାଇ ଦିଆଯିବ। ଏନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ଆସନ୍ତା ମାର୍ଚ୍ଚ ୫ ମଧ୍ୟରେ ଏଗୁଡ଼ିକୁ ପଟ୍ଟା ମିଳିବ। ଗୁରୁବାର ବସିଥିବା ସମୀକ୍ଷା ବୈଠକରେ ଏନେଇ ଅତିରିକ୍ତ ଜିଲାପାଳମାନଙ୍କୁ ରାଜସ୍ବ ସଚିବ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।

Khansweb Solution Bhubaneswar

Leave A Reply

Your email address will not be published.