banner
Breaking

ତିନି ଆଇପିଏସ୍ ଅଧିକାରୀ ଡିଜି ପାହ୍ୟାକୁ ପଦୋନ୍ନତି

0

ଭୁବନେଶ୍ୱର : ରାଜ୍ୟର ୩ ବରିଷ୍ଠ ଆଇପିଏସ୍‌ ଅଧିକାରୀ ଡିଜି ପାହ୍ୟାକୁ ପଦୋନ୍ନତି ପାଇଥିବା ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ, ସୁଧାଂଶୁ ଷଡ଼ଙ୍ଗୀ ଏବଂ ଅରୁଣ ଷଡ଼ଙ୍ଗୀ ଡିଜି ପାହ୍ୟାକୁ ପଦୋନ୍ନତି ପାଇଥିବା ବେଳେ କେନ୍ଦ୍ରୀୟ ଡେପୁଟେଶନରେ ଥିବା ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଓ୍ବାଇ ବି ଖୁରାନିଆ ମଧ୍ୟ ଡିଜି ପାହ୍ୟାକୁ ପଦୋନ୍ନତି ହୋଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.