banner
Breaking

ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କୁ କରୋନା।

0

ଭୁବନେଶ୍ୱର, ୧ା୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱର ଉତ୍ତର ବିଧାୟକ ତଥା ବିଜେଡ଼ି ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ସଭାପତି ସୁଶାନ୍ତ କୁମାର ରାଉତ କରୋନା ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ଅରୁଣ ସାହୁ ଅନୁରୋଧ କରିଛନ୍ତ ।

Khansweb Solution Bhubaneswar

Leave A Reply

Your email address will not be published.