banner
Breaking

ଦୈନିକ ଯାତ୍ରୀଙ୍କ ପାଇଁ ଚାଲିବ ସ୍ବତନ୍ତ୍ର ଟ୍ରେନ।

0

ଭୁବନେଶ୍ୱର,୨୧।୯:ବିଭିନ୍ନ କାର୍ଯ୍ୟରେ ଦୈନନ୍ଦିନ ଯାତାୟାତ କରୁଥିବା ଟ୍ରେନଯାତ୍ରୀମାନଙ୍କ ସୁବିଧାକୁ ନଜରରେ ରଖି ପୂର୍ବତଟ ରେଳପଥ ସୋମବାରଠାରୁ ୬ଟି ସ୍ବତନ୍ତ୍ର ଟ୍ରେନରେ ମାସିକ ସିଜନ ଟିକେଟ (ଏମ୍‌ଏସ୍‌ଟି) ଏବଂ ତ୍ରୈମାସିକ ସିଜନ ଟିକେଟ (କ୍ୟୁଏସ୍‌ଟି) ସହିତ ଟ୍ରେନ୍‌ ଯାତ୍ରାକୁ ଅନୁମତି ଦେଇଛି। ଏହି ଟ୍ରେନ୍‌ଗୁଡିକ ହେଉଛି ୦୮୪୨୮-୦୮୪୨୭ ପୁରୀ-ଅନୁଗୋଳ-ପୁରୀ, ୦୮୪୫୬-୦୮୪୫୫ ଖୋର୍ଦ୍ଧାରୋଡ୍‌-କେନ୍ଦୁଝରଗଡ଼-ଖୋର୍ଦ୍ଧାରୋଡ୍‌, ୦୮୫୨୨-୦୮୫୨୧ ବିଶାଖାପାଟଣା-ଗୁଣପୁର-ବିଶାଖାପାଟଣା, ୦୮୫୨୮-୦୮୫୨୭ ବିଶାଖାପାଟଣା-ରାୟପୁର-ବିଶାଖାପାଟଣା, ୦୮୨୬୩-୦୮୨୬୪ ଟିଟିଲାଗଡ଼-ବିଳାସପୁର-ଟିଟିଲାଗଡ଼, ୦୭୨୬୬-୦୭୨୬୫ ବିଶାଖାପାଟଣା-କାକିନାଡା ବନ୍ଦର-ବିଶାଖାପାଟଣା ବିଶେଷ ଟ୍ରେନ ଆଦିକୁ ଚଳାଚଳ ପାଇଁ ସାମିଲ କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.