banner
Breaking

ଓଡ଼ିଶାରେ ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ

0

ଭୁବନେଶ୍ୱର : ମେ’ରେ ଓଡ଼ିଶାରେ ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ। ଏଥିପାଇଁ ପ୍ରାରମ୍ଭିକ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୂଚନାନୁସାରେ, ନୂଆ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ହାୱାଡା ଭାୟା ଭୁବନେଶ୍ୱର ଦେଇ ଚଳାଚଳ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିପାରନ୍ତି। ତେବେ ଏହାକୁ ନେଇ ସଠିକ୍‌ ଆନୁଷ୍ଠାନିକ ଘୋଷଣା କରାଯାଇନାହିଁ।

Khansweb Solution Bhubaneswar

Leave A Reply

Your email address will not be published.