banner
Breaking

ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହେଲେ ଜଗଦୀପ ଧନଖଡ

0

ନୂଆଦିଲ୍ଲୀ : ଏନଡିଏ ପ୍ରାଥୀ ଜଗଦୀପ ଧନଖଡ଼ ଭାରତର ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ମିିଳିତ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ହରାଇଲେ ଧନଖଡ଼। ଜଗଦୀପ ଧନଖଡ଼ଙ୍କୁ ୫୨୮ଖଣ୍ଡ ଭୋଟ ମିଳିଛି। ସେହିପରି ମାର୍ଗେରେଟ ଆଲଭାଙ୍କୁ ୧୮୨ ଖଣ୍ଡ ଭୋଟ ମିଳିଥିବା ସୂଚନା ମିଳିଛି। ଅପରପକ୍ଷରେ ୧୫ଟି ଭୋଟ ନାକଚ ହୋଇଥିବା ଜଣାପଡ଼ିଛି।

Khansweb Solution Bhubaneswar

Leave A Reply

Your email address will not be published.