banner
Breaking

ଭିଜିଲାନ୍ସ ଜାଲରେ ଫରେଷ୍ଟର

0

ବଲାଙ୍ଗୀର,୧୦।୫ : ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ସିନ୍ଧିକେଲା ଫରେଷ୍ଟ ବିଟ୍‌ର ଫରେଷ୍ଟର ହରିହର ସ୍ବାଇଁ । ଜଙ୍ଗଲ ବିଭାଗ ଅଧିନରେ କାମ କରୁଥିବା ଜଣେ ଶ୍ରମିକଙ୍କ ଠାରୁ ୧ ଲକ୍ଷ ୩୦୦ ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ଭିଜିଲାନ୍ସ ତାଙ୍କୁ ଧରିବା ସହ ନଗଦ ୧ ଲକ୍ଷ ୩୦୦ ଟଙ୍କା ଜବତ କରିଥିଲା। ତେବେ ବଲାଙ୍ଗୀର ଏବଂ ସୋନପୁର ଭିଜିଲାନ୍ସ ବିଭାଗ ଏକକାଳୀନ ୩ଟି ସ୍ଥାନରେ ଚଢାଉ ଜାରି ରଖିଛି।

Khansweb Solution Bhubaneswar

Leave A Reply

Your email address will not be published.