banner
Breaking

୧୩ ତାରିଖରୁ ପାଗରେ ପରିବର୍ତ୍ତନ ହୋଇପାରେ

0

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୦ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ମୟୁରଭଞ୍ଜ, ବାଲେଶ୍ବର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ୧୨ ତାରିଖ ପାଇଁ କୌଣସି ଚେତାବନୀ ଜାରି କରାଯାଇନାହିଁ । ଯାହା ଅନୁମାନ କରାଯାଉଛି, ୧୩ ତାରିଖରୁ ପାଗରେ ପରିବର୍ତ୍ତନ ହୋଇପାରେ ।

Khansweb Solution Bhubaneswar

Leave A Reply

Your email address will not be published.