banner
Breaking

୩୧ ଯାଏ ଶୀତୁଆ ପାଗ

0

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଆସନ୍ତା ୩୧ ଯାଏ ରାଜ୍ୟରେ ପାଗ କୁହୁଡ଼ି ଓ ଶୀତୁଆ ରହିବ। ଆସନ୍ତା ୨୯ରେ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଶୀତ ଲହରି ପ୍ରବାହିତ ହେବ। ୨୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୋନପୁର, ବଲାଙ୍ଗୀର ଏବଂ ବରଗଡ଼ ଜିଲାରେ ଶୀତ ଲହରି ପ୍ରବାହିତ ହେବ। ସେହିପରି ୩୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୋନପୁର, ବଲାଙ୍ଗୀର, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କଳାହାଣ୍ଡି ଏବଂ ବରଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଥଣ୍ଡା ଅନୁଭୂତ ହେବ।

Khansweb Solution Bhubaneswar

Leave A Reply

Your email address will not be published.