banner
Breaking

ଆସୁଛି ଆଉ ଏକ ଲଘୁଚାପ

0

ଭୁବନେଶ୍ୱର, : ଆସନ୍ତା ୧୯ ଅଗଷ୍ଟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅନୃପଟେ, ଅବପାତ ପ୍ରଭାବରେ ଗତ ୨୪ ଘଣ୍ଟାରେ କଳାହାଣ୍ଡି ଜିଲାର ଥୁ.ରାମପୁରରେ ସର୍ବାଧିକ ୩୬୮ ମିମି ବର୍ଷା ରେକର୍ଡ କରାଯାଇଛି। ୭ଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ଅର୍ଥାତ ୨୦୦ ମିମି.ରୁ ଅଧିକ ବର୍ଷା ହୋଇଛି। ସେହିପରି ୪୩ଟି ସ୍ଥାନରେ ଅତି ପ୍ରବଳ ବର୍ଷା ଅର୍ଥାତ୍‌୧୧୫ରୁ ୨୦୦ ମିମି ବର୍ଷା ହୋଇଛି। ଆଉ ୫୬ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.