banner
Breaking

ଲଘୁଚାପ ସକ୍ରିୟ, ପ୍ରବଳ ବର୍ଷା

1

ଭୁବନେଶ୍ୱର : ୧୮ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ, ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ସୋମବାରଠୁ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ ୨୧ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଉପକୂଳ ସମେତ କିଛି ଆଭ୍ୟନ୍ତରୀଣ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ।

Khansweb Solution Bhubaneswar
1 Comment
  1. mitolyn official says

    **mitolyn official**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.