banner
Breaking

୧ ରୁ ପୁଣି ବର୍ଷା

1

ଭୁବନେଶ୍ୱର : ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ୧ ଅକ୍ଟୋବର ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ୨ ଏବଂ ୩ ତାରିଖରେ ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ବଢିବା ନେଇ ଆକଳନ କରାଯାଇଛି । ତେବେ ଘୂର୍ଣ୍ଣିବଳୟଟି ଲଘୁଚାପ ରୂପ ନେବ କି ନାହିଁ ତାହା ସ୍ପଷ୍ଟ ହୋଇନି ।

Khansweb Solution Bhubaneswar
1 Comment
  1. mitolyn official says

    **mitolyn official**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.