banner
Breaking

୧ ରୁ ପୁଣି ବର୍ଷା

0

ଭୁବନେଶ୍ୱର : ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ୧ ଅକ୍ଟୋବର ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ୨ ଏବଂ ୩ ତାରିଖରେ ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ବଢିବା ନେଇ ଆକଳନ କରାଯାଇଛି । ତେବେ ଘୂର୍ଣ୍ଣିବଳୟଟି ଲଘୁଚାପ ରୂପ ନେବ କି ନାହିଁ ତାହା ସ୍ପଷ୍ଟ ହୋଇନି ।

Khansweb Solution Bhubaneswar

Leave A Reply

Your email address will not be published.