banner
Breaking

ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା

0

ଭୁବନେଶ୍ୱର : ପଶ୍ଚିମା ଝଡ଼ ପ୍ରଭାବରେ ଶନିବାର ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ୯ଟି ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏସବୁ ଜିଲାଗୁଡ଼ିକ ହେଲା କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତ୍‌ସିଂହପୁର, ନୟାଗଡ଼ ଓ ପୁରୀ।
ଅନ୍ୟପକ୍ଷେ କଟକ, ଢେଙ୍କାନାଳ ଯାଜପୁରରେ ପ୍ରବଳ ବର୍ଷାସମ୍ଭାବନା ରହିଛି। ଏସବୁ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି ହୋଇଛି। ଏସବୁ ଜିଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ଯାଏ ପବନ ବହିବା ସହିତ ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Khansweb Solution Bhubaneswar

Leave A Reply

Your email address will not be published.