banner
Breaking

ମେ ୫ ପର୍ଯ୍ୟନ୍ତ ତାତିରୁ ମିଳିବ ଆଶ୍ୱସ୍ତି

0

ଭୁବନେଶ୍ୱର : ଖରା ତାତିରୁ ମିଳବ ଆଶ୍ୱସ୍ତି । ମେ ୫ ତାରିଖ ପର୍ଯ୍ୟନ୍ତ ଦିନର ତାପମାତ୍ରା ବଢ଼ିବନି । ବଙ୍ଗୋପସାଗର ସଂଲଗ୍ନ ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ସମୁଦ୍ର ଆଡ଼ୁ ଜଳକଣାପୂର୍ଣ୍ଣ ପବନ ପ୍ରବାହିତ ହୋଇଥିବାରୁ ତାପମାତ୍ରା ବୃଦ୍ଧି ପାଇବ ନାହିଁ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଜଳବାୟୁ ଓ ପରିବେଶ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି ।
ଏହି ଆଣ୍ଟି ସାଇକ୍ଲୋନିକ ପ୍ରବାହ ଓ ପାଇଁ ଅନୁକୂଳ ହୋଇଥିବା ବେଳେ କେତେକ ସ୍ଥାନରେ ବର୍ଷା ହେବା ସହ କାଳବୈଶାଖୀର ମଧ୍ୟ ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି। ଉପକୂଳ ଏବଂ ଦକ୍ଷିଣ ଓ ଜିଲା ଗୁଡ଼ିକ ବାରମ୍ବାର କାଳବୈଶାଖୀ ହେବାର ସମ୍ଭାବନା ଥିବା କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Khansweb Solution Bhubaneswar

Leave A Reply

Your email address will not be published.