banner
Breaking

ଆହୁରି ୪ ଦିନ କାଳବୈଶାଖୀ ଜାରି ରହିବ

0

ଭୁବନେଶ୍ବର : ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ । ଶୁକ୍ରବାର ପାଇଁ ୨୧ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି । ସେହିସବୁ ଜିଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢ଼େଙ୍କାନାଳ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି ।
ଏସବୁ ଜିଲାରେ ଘଡ଼ଘଡ଼ି ବିଜୁଳି ବର୍ଷା ସହ ଘଣ୍ଟା ପ୍ରତି ୩୦ ରୁ ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି ।

Khansweb Solution Bhubaneswar

Leave A Reply

Your email address will not be published.