banner
Breaking

ବାତ୍ୟାର ଗତିବିଧି ସମ୍ପର୍କରେ ଡ଼ିଜିଙ୍କ ସୂଚନା

0

ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୬ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ପରେ ଏହା ୭ତାରିଖରେ ଲଘୁଚାପ ରୂପ ନେଇ ୮ତାରିଖରେ ଅବପାତରେ ପରିଣତ ହେବ ବୋଲି ପୂର୍ବାନୁମାନ କରାଯାଇଛି। ୯ ତାରିଖରେ ବାତ୍ୟା ସମ୍ଭାବନା ରହିଛି । ଏହା ଉତ୍ତର ଦିଗକୁ ଯାଇ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମୁହାଁଇବ । ଗତି କରିବା ପରେ ଆହୁରି ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି । ତେବେ ଲଘୁଚାପ ସୃଷ୍ଟି ପରେ ଏହାର ଗତିପଥ ସ୍ପଷ୍ଟ ହେବ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.