banner
Breaking

ପଶ୍ଚିମବଙ୍ଗରେ ହେଲା ଭୂକମ୍ପ

0

କୋଲକାତା,୨୯।୭(ଓଡ଼ିଆ ନ୍ୟୁଜ) ପଶ୍ଚିମବଙ୍ଗର ପୁରୁଲିଆ ଜିଲାରେ ଭୋର୍‌ ୨ଟା ୫୫ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପ ହେବାରୁ ଘରେ ଶୋଇଥିବା ଲୋକେ ଭୟରେ ବାହାରକୁ ପଳାଇ ଆସିଥିଲେ। ଲୋକଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଥିଲା। ତେବେ ଭୂକମ୍ପ ଯୋଗୁ କୌଣସି କ୍ଷୟକ୍ଷତିି ହୋଇ ନ ଥିବା କୁହାଯାଉଛି।

Khansweb Solution Bhubaneswar

Leave A Reply

Your email address will not be published.