ଭୁବନେଶ୍ବର,(ଓଡ଼ିଆ ନ୍ୟୁଜ୍) ମମତା ବାନାର୍ଜୀଙ୍କୁ ବଡ ଝଟକା ବିଜେପିରେ ମିଶିବେ ୧୦୭ ବିଧାୟକ। ପଶ୍ଚିମବଙ୍ଗର ବିଜେପି ନେତା ମୁକୁଳ ରାୟ ଦାବି କରିଛନ୍ତିି ଯେ ବିଜେପିରେ ମିଶିବେ କଂଗ୍ରେସ, ତୃଣମୂଳ କଂଗ୍ରେସ ଓ ସିପିଏର ୧୦୭ ବିଧାୟକ । ଏମାନେ ସମସ୍ତେ ବିଜେପିର ଯୋଗାଯୋଗରେ ଅଛନ୍ତି ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିଛି ।
Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
