banner
Breaking

ରାଜ୍ୟରେ କମିବ ଶୀତ

0

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟରେ କମିବ ଶୀତ। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ପାଇବ। ଏଥିସହ ଆଗାମୀ ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଅନ୍ୟପଟେ, ଫେବୃୟାରୀରେ ତାପମାତ୍ରା ସ୍ବଭାବିକଠାରୁ ଅଧିକ ରହିବ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Khansweb Solution Bhubaneswar

Leave A Reply

Your email address will not be published.